ଅନୁଗୋଳ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଲକ୍ଷ୍ୟ ଆବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ
*ଅନୁଗୋଳ, ୧୪.୧୧: ଆଜି ପୂର୍ବାହ୍ନରେ ସ୍ଥାନୀୟ ସଭାଘରଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧୀନରେ ଗୃହ ଆବଣ୍ଟନ ଲକ୍ଷ୍ୟଧାର୍ଯ୍ୟ ଘୋଷଣା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଜିଲ୍ଲାରୁ...
