September 17, 2026

ବ୍ରହ୍ମପୁରର ଯୁବ ଚିତ୍ରଶିଳ୍ପୀ ଏନ୍ କରୁଣାକର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମ ଦିନ ଅବସରରେ ଦୁଇଟି ଫୋଟ ଚିତ୍ର ନରେନ୍ଦ୍ର ମୋଦୀ ଓଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା ଙ୍କ ପ୍ରଦାନ 

IMG-20260917-WA0150
Share

 

ପାରଳାଖେମୁଣ୍ଡି:୧୭/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ବ୍ରହ୍ମପୁରର ଯୁବ ଚିତ୍ରଶିଳ୍ପୀ ଏନ୍ କରୁଣାକର ଆଜି ଓଡ଼ିଶା ସରକାରଙ୍କ ମାନ୍ୟବର ବାଣିଜ୍ୟ,ପରିବହନ,ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗୋଳନ୍ଥରା ସ୍ଥିତ ବନ୍ଦେ ମାତରଂ କାର୍ଯ୍ୟାଳୟ ଠାରେ ସୈାଜନ୍ୟମୂଳକ ସାକ୍ଷାତ କରି ବିଶ୍ୱର ଲୋକପ୍ରିୟ ନେତା ଶ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କ ତୈଳଚିତ୍ର (Hand Painting) ପ୍ରଦାନ କରି ଆଶିର୍ବାଦ ନେଇଛନ୍ତି ।