September 16, 2026

ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବୁଦ୍ଧଖୋଲ ଠାରେ ” ବୁଦ୍ଧଖୋଲ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା

IMG-20230128-WA0002
Share

ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବୁଦ୍ଧଖୋଲ ଠାରେ ” ବୁଦ୍ଧଖୋଲ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ” ଅନୁଷ୍ଠିତ ହୋଇଯାଇଛି । ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଉଦଘାଟନ କରିଛନ୍ତି।ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ,ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ,କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ ଏବଂ ଜୀବନ ବିନ୍ଦୁ ସଂଯୋଜକ ସୁବାଷ ମହାରଣା ଯୋଗ ଦେଇଛନ୍ତି।ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ତା – ୨୭/୦୧/୨୦୨୩