ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ପାଇଁ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ମୋହନା ବିଧାୟକ ଦାଶରଥି ଗମାଙ୍ଗ ବିଭିନ୍ନ ଅଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରି ଲୋକଙ୍କ ସହ ଆଲୋଚନା କରୁଛନ୍ତି..
ଗଜପତି(ଲମ୍ବୋଦର ସାହୁ)ବର୍ତ୍ତମାନ ସୁଦ୍ଧା ଗଜପତି ଜିଲ୍ଲାର ୧୦,୨୦୦ ଲୋକ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରଣ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ସହ ଲୋକଙ୍କ ସୁରକ୍ଷା ହେଉଛି ଆମର ପ୍ରାଥମିକତା...
